ବାହାନଗା ଟ୍ରାଜେଡି: ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର
ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା । ଚିହ୍ନଟ ହୋଇନଥିବା ୨୮ ମୃତଦେହର ହେବ ଅନ୍ତିମ ସଂସ୍କାର । ଚିହ୍ନଟ ନ ହୋଇ ଏମ୍ସରେ ଏସବୁ ମୃତଦେହ ରହିଥିଲା । ସଂସ୍କାର ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ସିବିଆଇର ଚିଠି ପରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ ନେଇ ବିଏମସି ଏସଓପି ଜାରି…