ଉଚ୍ଚ ଗୁଣବତ୍ତାସମ୍ପନ୍ନ ପନ୍ଦରଟି ଉଦ୍ୟାନ କୃଷି ଫସଲ କିସମ ଅନୁମୋଦିତ
ଭୁବନେଶ୍ୱର: କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବିହନ ଉପ-କମିଟି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ସର୍ବସମ୍ମତି କ୍ରମେ ୧୫ଟି ଉଚ୍ଚଗୁଣବତ୍ତା ସମ୍ପନ୍ନ ଉଦ୍ୟାନ କୃଷି ଫସଲ କିସମକୁ ଅନୁମୋଦନ…