୧୪ ହଜାର ଫୁଟ ଉପରେ ଜଣାପଡ଼ିଲା ବିମାନର ନାହିଁ ୨ ଝରକା
ଲଣ୍ଡନ: ୧୪ ହଜାର ଫୁଟ ଉପରେ ଜଣାପଡ଼ିଲା ବିମାନର ନାହିଁ ୨ ଝରକା ା ଏହା ଜାଣିବା ପରେ ବିମାନରେ ଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ । କୌଣସି ଉପାୟ ନ ପାଇ ବିମାନଟି ଅବତରଣ କରିବାକୁ ବାଧ୍ୟ ହୋଇଥିଲା । ଏମିତି ଏକ ଘଟଣା ଘଟିଛି ଲଣ୍ଡନରେ ।
ଲଣ୍ଡନର ଷ୍ଟାନଷ୍ଟେଡ ବିମାନବନ୍ଦରରୁ ଏକ ବିମାନ…