ପୁଣି ରାଜଧାନୀରେ ରକ୍ତର ଛିଟା : ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା, କାରଣ ଖୋଜୁଛି ପୋଲିସ
ଭୁବନେଶ୍ବର : ପୁଣି ରକ୍ତରଞ୍ଜିତ ହେଲା ରାଜଧାନୀ । ଭୁବନେଶ୍ବର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ଜଣେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ସସ୍ମିତା ବେହେରା । ସୂଚନା ମୂତାବକ ସସ୍ମିତା ଗୋଠପାଟଣାରେ ଏକ ଜଳଖିଆ ଦୋକାନ କରିଥିଲେ । ସେ ନିଜ ପରିବାର ସହ…