ପଇସା ଦେଲାନି ବୋଲି ଭଉଣୀଙ୍କୁ ଗୁଳି କରି ହତ୍ୟା କଲା ଭାଇ
କେନ୍ଦୁଝର: ଭାଇ ସାଜିଲା ହତ୍ୟାକାରୀ । ଯେଉଁ ଭାଇ ହାତରେ ଦିନ ରାଖି ବାନ୍ଧିଥିଲା ସେହି ହାତରେ ଫୁଟାଇଲା ଗୁଳି । ଚାଲିଗଲା ଭଉଣୀ ଜୀବନ । ସାମାନ୍ୟ ଟଙ୍କା କେତେଟା ପାଇଁ ଭଉଣୀକୁ ଗୁଳିକରି ମାରିଦେଲା ଭାଇ । ଏପରି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସମଗିରି…