ମନେ ପଡନ୍ତି ବାଜି: ଆଜି ଦେଶର ସର୍ବକନିଷ୍ଠ ସ୍ୱାଧିନତା ସଂଗ୍ରାମୀ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ
ଢେଙ୍କାନାଳ: ସେ କେଉଁ ରାଜାଙ୍କ ସେନାପତି ନଥିଲେ କି କେଉଁ ପରାକ୍ରମୀ ଯୋଦ୍ଧା ମଧ୍ୟ ନଥିଲେ । ସେ ଜଣେ ମାଟି ମାକୁ ଭଲ ପାଉଥିବା ସାଧାରଣ ପିଲାଟିଏ । ବୟସ ମାତ୍ର ୧୨ ବର୍ଷ । ଅନ୍ଧାରୀ ମୂଲକର ଅମୁହାଁ ଦେଉଳ ଭିତରେ ସେ ଥିଲେ ଲକ୍ଷ ଲକ୍ଷ ଦୀପ ଶିଖାର ଉତ୍ସ । ଯାହାଙ୍କ ଛୋଟ ଧମନୀର ଥିଲା ବିରାଟ…