ଆଜି ଦିଗପହଣ୍ଡିରେ ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ :ସୁରକ୍ଷା ବ୍ୟବସ୍ଥା କଡାକଡି
ଗଞ୍ଜାମ: ଆଜି ଦିଗପହଣ୍ଡିରେ ହେବାକୁ ଯାଉଛି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ । ଆଜି ଦିନ ୧୦ଟାରୁ ୧୧ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ ହେବାକୁ ଥିବାବେଳେ ୧୧ଟାରୁ ୧୧ଟା ୩୦ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ । ଏବଂ ଦିନ ୧୨ଟାରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପାଇଁ ସମୟ ନିର୍ଘଣ୍ଟ ହୋଇଛି ।…