Latest Odisha News

BREAKING NEWS

ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଓଡ଼ିଶା ଲାଇବ୍ରେରୀ ଏକାଡେମୀ ପକ୍ଷରୁ ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ରାଜ୍ଯ ଗ୍ରନ୍ଥାଗାରର କର୍ମଚାରୀମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟ୍ୟମରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ଯ…

ଜଳ ଜୀବନ ମିଶନ ଦୁର୍ନୀତି ମାମଲା: ମନି ଲଣ୍ଡରିଂ ମାମଲାରେ ରାଜସ୍ଥାନର ୨୫ଟି ସ୍ଥାନରେ ଚଢଉ

ଜୟପୁର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାଜସ୍ଥାନର ୨୫ରୁ ଅଧିକ ସ୍ଥାନରେ ଚଢାଉ କରିଛି। ସୂତ୍ରରୁ ପ୍ରକାଶ ଯେ ରାଜସ୍ଥାନରେ ଆଇଏଏସ୍ ଅଧିକାରୀଙ୍କ ସ୍ଥାନ ସମେତ ମୋଟ ୨୫ଟି ସ୍ଥାନରେ ଏହି ଚଢଉ କରାଯାଉଛି। ଜଳ ଜୀବନ ମିଶନ ଦୁର୍ନୀତିରେ ମନି ଲଣ୍ଡରିଂ ମାମଲାରେ ଏହି ଚଢାଉ କରାଯାଉଛି। ଯେଉଁ…

ମହାଦେବ ଆପ୍ ବେଟିଂ ମାମଲାରେ ଛତିଶଗଡ଼ରୁ ୫ କୋଟି ଟଙ୍କା ଜବତ

ରାୟପୁର: ଗୁରୁବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାୟପୁରର ଏକ ହୋଟେଲରେ ପାର୍କିଂ ହୋଇଥିବା ଏକ ଗାଡିରୁ ୫ କୋଟି ଟଙ୍କା ଜବତ କରିଛି। ଏହି ଜବତ ବେଳେ ବହୁଚର୍ଚ୍ଚିତ ମହାଦେବ ଆପ୍ ବେଟିଂ ମାମଲାର ଲିଙ୍କ୍ ସାମ୍ନାକୁ ଆସିଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର…

ହାଇସ୍କୁଲରେ ଖାଲିଥିବା ୭୫୪୦ ଶିକ୍ଷକ ପଦବୀ ପୂରଣ ପାଇଁ ଶେଷ ପର୍ଯ୍ୟାୟରେ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା

ଭୁବନେଶ୍ଵର: ରାଜ୍ୟରେ ସରକାରୀ ହାଇସ୍କୁଲମାନଙ୍କରେ ୭୫୪୦ ଗୋଟି ବର୍ଗର ଶିକ୍ଷକ ପଦବୀ ପୂରଣ ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ମାଧ୍ୟମରେ ଚୟନ ପ୍ରକ୍ରିୟା ଚାଲୁଅଛି । ଉକ୍ତ ଚୟନ ପ୍ରକ୍ରିୟା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଉପନୀତ । ଚୂଡାନ୍ତ ତାଲିକା ପ୍ରସ୍ତୁତ ପୂର୍ବରୁ ବିଭିନ୍ନ ଲିଖିତ…

‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନ ଭାରତ ମଣ୍ଡପମରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହାର ଉଦ୍ଦେଶ୍ୟ ହେଉଛି ଭାରତର…

ଓଡିଶାରେ ଟିମ୍ କୋରିଆ : ଅର୍ଥନୈତିକ ସହଯୋଗ ଉପରେ ଆଲୋଚନା , ଆସିପାରେ ନିବେଶ !

ଭୁବନେଶ୍ୱର : ଓଡିଶାରେ ଟିମ୍ କୋରିଆ । ଆଗକୁ ଓଡିଶାରେ କୋରିଆର ନିବେଶ ସମ୍ଭାବନା ରହିଛି । ଏନେଇ କୋରିଆ ଦୂତାବାସର ବାଣିଜ୍ୟିକ ପରାମର୍ଶଦାତା ଶ୍ରୀ ସଙ୍ଗଜୋଙ୍ଗ ସି ଏଚ୍ ଓ କହିଛନ୍ତି, ମୁଁ ନିଶ୍ଚିତ ଯେ ଆଇଟି, ନବୀକରଣ ଯୋଗ୍ୟ, ଅଙ୍ଗାରକାମ୍ଳ ବିହିନ, ବ୍ୟାଟେରି ଚାଳିତ ଯାନ, ବିମାନ ଚଳାଚଳ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ରାଜ୍ୟସଭା ସଭାପତିଙ୍କୁ ନିସର୍ତ୍ତ କ୍ଷମା ମାଗିବେ ରଘବ ଚଢ଼ା

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ରାଜ୍ୟସଭା ସାଂସଦ ରାଘବ ଚଢାଙ୍କ ନିଲମ୍ବନ ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ରାଜ୍ୟସଭା ସଭାପତି ଜଗଦୀପ ଧନକଡ଼ଙ୍କୁ ସାକ୍ଷାତ କରି ନିସର୍ତ୍ତ କ୍ଷମା ମାଗିବାକୁ ରାଘବ ଚଢାଙ୍କୁ କହିଛନ୍ତି। ତେବେ ଦୀପାବଳି ଛୁଟି ପରେ ଆଗାମୀ ୨୦…

ପିଆଜ ପାଇଁ ଠେଲାପେଲା : ୩୦ଟଙ୍କାରେ ପିଆଜ ବିକୁଛି ନାଫେଡ୍

ଭୁବନେଶ୍ୱର : ସାରା ରାଜ୍ୟକୁ ଏବେ କନ୍ଦାଉଛି ପିଆଜ  । କାରଣ ଦିନକୁ ଦିନ ଅହେତୁକ ଭାବେ ବଢିବାରେ ଲାଗିଛି ପିଆଜ ଦର  । କେବଳ ପିଆଜ ନୁହେଁ ଡାଲି , ଚାଉଳ ଦର ମଧ୍ୟ ବୃଦ୍ଧି ଘଟିଛି । ଯାହାକି ଏକ ମଧ୍ୟବିତ୍ତ ପରିବାର ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି । ଦର ଯେତେ ବୃଦ୍ଧି ହେଲେ ବି…

ଡାକ୍ତରଖାନାରେ ଆଖି ବୁଜିଲେ ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ

ଭୁବନେଶ୍ୱର: ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ ମୃତ୍ୟୁ ସହ ସଂଘର୍ଷ କରୁଥିବାବେଳେ ତାଙ୍କର ଆଜି ମୃତ୍ୟୁ ଘଟିଛି । ଏହା ପରେ ରେଞ୍ଜ ରୋଭରକୁ ନେଇ ବିବାଦ ଘନେଇବାରେ ଲାଗିଛି । ଗତ ୩୧ ତାରିଖ ଦିନ ଏହି ରେଞ୍ଜ ରୋଭର ଧକ୍କାରେ ୨ ଜଣ ଗୁରୁତର ଆହତ ହୋଇଥିଲେ । ହେଲେ ଏହି ଦାମୀ ଗାଡି କାହାର…

ରେଭ ପାର୍ଟିରୁ ସାପ ବିଷ ଜବତ: ଗିରଫ ହୋଇ ପାରନ୍ତି ବିଗ ବସ ୱିନର ଏଲଭିସ ଯାଦବ

ନୂଆଦିଲ୍ଲୀ: ବିଗ ବସ ୱିନର ଏଲଭିସ ଯାଦବଙ୍କୁ ନେଇ ଗୁରୁତର ମାମଲା ସାମ୍ନାକୁ ଆସିଛି । ନୋଏଡା ପୋଲିସ ଏକ ରେଭ ପାର୍ଟିରୁ ସାପ ବିଷ ଜବତ କରିଛି । ସାପବିଷ ରେଭ ପାର୍ଟିରେ ବ୍ୟବହାର ହେଉଥିବା ନେଇ ଏଫଆଇଆରରେ ଦର୍ଶାଯାଇଛି । ଏଫଆଇଆରରେ ଏଲଭିସ ଯାଦବଙ୍କ ନାଁ ରହିଛି । ଏହି ମାମଲାରେ ଏଲଭିସଙ୍କୁ…