୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲା ପାଇଁ ରହିଛି ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଦକ୍ଷିଣ ଝାଡଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଆଇଏମଡି ସୋମବାର ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।…