ନବରଙ୍ଗପୁରରେ ୨୪ଘଣ୍ଟିଆ ବସ୍ ଧର୍ମଘଟ, ଯାତ୍ରୀ ହନ୍ତସନ୍ତ
ନବରଙ୍ଗପୁର: ବିନା ଆଲୋଚନା ରେ ସରକାର ଙ୍କ ଦ୍ଵାରା ଲକ୍ଷ୍ମୀ ଯୋଜନା କାର୍ଯ୍ୟକାରିତା ପ୍ରତିବାଦରେ ନବରଙ୍ଗପୁର ଜିଲ୍ଲା ଘରୋଇ ବସ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ ଘରୋଇ ବସ ଚଳାଚଳ ବନ୍ଦ କରାଯାଇଛି । ଆଜି ଜିଲ୍ଲାରେ ୧୨୦ ଟି ବସ ଚଳାଚଳ ବନ୍ଦ ରହିଛି। ଆଜି ସକାଳ ୬ଟାରୁ ଆସନ୍ତାକାଲି…