ଲଘୁଚାପ ପ୍ରଭାବ: ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ୧୪ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସ୍ପଷ୍ଟ ସଦୃଶ ଲଘୁଚାପ ଏବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇଛି। ତେବେ ରାଜ୍ୟରେ ଆଜି ସକାଳଠୁ ଆକାଶ ମେଘାଛନ୍ନ…