ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ସଦିହ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ଲକ୍ଷ୍ମୀବସ୍ ଲୋକାର୍ପିତ…
କଳାହାଣ୍ଡି: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ। ସହିଦ୍ ରେଣ୍ଡୋ ମାଝୀ ମେଡିକାଲ୍ କଲେଜ ଉଦ୍ଘାଟନ ସହ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଉତ୍ସବମୁଖର ହୋଇଉଠିଛି ବିଜେଡି ଶିବିର ଏବଂ ଜିଲ୍ଲାବାସୀ। କାରଣ…