ଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍-୧ ମାର୍କେଟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବନ୍ଦ
ଭୁବନେଶ୍ଵର: ୟୁନିଟ୍-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍ ଏବଂ ଭେଣ୍ଡିଂଜୋନ୍ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍ପାଥ୍ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ କରି ରଖୁଥିବାରୁ ଗ୍ରାହକମାନେ…