ତାଳଚେର କଙ୍କିଳୀ ଗାଁ ପଞ୍ଚାୟତ ଗସ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ଗାଁର ଉନ୍ନତି ନେଇ କଲେ ଆଲୋଚନା
ତାଳଚେର : ତାଳଚେର ଗସ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଳଚେର କଙ୍କିଳୀ ଗାଁରେ ୭୩ ତମ ଶାରଦୀୟ ଦୁର୍ଗାପୂଜା ମହୋତ୍ସବ ତିନି ଦିନ ଧରି ଆୟୋଜିତ ହୋଇଯାଇଛି । ଏଠାରେ ଦେବୀ ମାଆ ୩ ଦିନ ପୂଜା ପାଇଥାନ୍ତି । ପାଇକ ଭାଇ ମାନେ ନିଜ ନିଜର କଳା ଓ ସଂସ୍କୃତି କୁ…