ଘୃଣା ମନ୍ତବ୍ୟ ଦେଇଥିବା ତାମିଲନାଡୁ ମନ୍ତ୍ରୀ ଉଦୟନିଧିଙ୍କ ବିରୋଧରେ ଶୁଣାଣି ପାଇଁ ସୁପ୍ରିମକୋର୍ଟ ରାଜି
ଚେନ୍ନାଇ: ତାମିଲନାଡୁର ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଡିଏମକେ ବିରୋଧରେ ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ତାଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ କରିବା ପାଇଁ ହୋଇଥିବା ଆବେଦନର ଶୁଣାଣି ପାଇଁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି।
ଷ୍ଟାଲିନଙ୍କ ମନ୍ତବ୍ୟ ଘୃଣା ଭାଷଣ ବୋଲି…