ମୁଖ୍ୟମନ୍ତ୍ରୀ, ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ: ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର: ୪ର୍ଥ ଦିନରେ ସ୍ୱାଭାବିକ ଚାଲିବା ଆରମ୍ଭ ହୋଇଥିଲା ବିଧାନସଭା । ହେଲେ ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ଆସିଥିଲା ସ୍ୱାଧୀକାର ଭଙ୍ଗ ପ୍ରସ୍ତାବ । ଏହାକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା । ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ…