ଅଧ୍ୟାପକମାନେ କଲେଜରେ ୭ ଘଣ୍ଟା ରହିବେ, ଉଚ୍ଚଶିକ୍ଷା ବିଭାଗ ଉଚ୍ଚସ୍ତରୀୟ ବୈଠକରେ ସୁପାରିସ
ଭୁବନେଶ୍ୱର: ରାଜ୍ୟରେ ଉଚ୍ଚଶିକ୍ଷା ବ୍ୟବସ୍ଥା ଅଧିକ ଦୃଢ଼ ଓ ଶୃଙ୍ଖଳିତ ହେବ। ଏନେଇ ଚଳିତ ବର୍ଷ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କଲେଜରେ ଅଧ୍ୟାପକମାନେ ୭ ଘଣ୍ଟା କାଳ ରହିବେ। ଅଧ୍ୟାପକଙ୍କ ଦୈନିକ ଉପସ୍ଥାନ ୭ ଘଣ୍ଟା ରଖିବାକୁ ସୁପାରିସ କଲା ଉଚ୍ଚଶିକ୍ଷା ବିଭାଗ।
ସୂଚନା ଅନୁସାରେ…