୫୦ ବର୍ଷରୁ ଅଧିକ ବୟସର ପୋଲିସ କର୍ମୀ ନେବେ ବାଧ୍ୟତାମୂଳକ ଅବସର, ଏହି ସରକାର କଲେ ବଡ ଘୋଷଣା
ଲକ୍ଷ୍ନୌ: ଯୋଗୀ ସରକାରଙ୍କ ବଡ ନିଷ୍ପତି । ଏଣିକି ୫୦ ବର୍ଷରୁ ଅଧିକ ବୟସର ପୋଲିସ କର୍ମୀ ନେବେ ବାଧ୍ୟତାମୂଳକ ଅବସର । ୨୦୨୩ ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ଯେଉଁ ପୋଲିସ କର୍ମଚାରୀଙ୍କର ବୟସ ୫୦ ବର୍ଷ ପାର ହୋଇଯାଇଛି ସେମାନଙ୍କ ଟ୍ରାକ୍ ରେକର୍ଡ ଦେଖି ସେମାନଙ୍କୁ ଅବସର ଦିଆଯିବ । ଏଡିଜି ସଂଜୟ…