ମାଟି କଳସ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ନୂଆଦିଲ୍ଲୀରେ ପ୍ରତିଷ୍ଠା ହେବ ଅମୃତ ବାଟିକା
ଭୁବନେଶ୍ୱର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର…