ଗଞ୍ଜାମ ଖଲ୍ଲିକୋଟରେ ଅଘଟଣ: କାର୍ ଓ ବାଇକକୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର ,୨ ମୃତ
ଗଞ୍ଜାମ: ଗଞ୍ଜାମ ଖଲ୍ଲିକୋଟ ବଡଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାର୍ ଓ ବାଇକକୁ ଧକ୍କା ଦେଇ ଘାଟିକୁ ଓଲଟି ପଡିଲା ତେଲ ବୋଝେଇ ଟ୍ୟାଙ୍କର । ଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ୬ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନଥିବାବେଳେ ୩…