ହୋଡିଂ ଉପରେ ହାଇଡ୍ରାମା: ୪୦ ଫୁଟ ଟାୱାର ଉପରେ ଚଢି ଆତ୍ମହତ୍ୟା ଧମକ
ଭୁବନେଶ୍ୱର:ହୋଡିଂ ଉପରେ ହାଇଡ୍ରାମା । ୪୦ ଫୁଟ ଏକ ହୋଡିଂ ଟାୱାରରେ ଚଢିଗଲେ ଜଣେ ବ୍ୟକ୍ତି l ଆତ୍ମହତ୍ୟା ଧମକ ଦେଉଥିଲେ । ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ପାଇଁ ପୋଲିସ ଏବଂ ଅଗ୍ନିଶମ ବାହିନୀଙ୍କୁ ୨ ଘଣ୍ଟା କାଳ ନାକେଦମ ହେବାକୁ ପଡିଥିଲା । ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା …