ରାୟଗଡାରେ ୩ୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ପିଅନକୁ ଉଠାଇନେଲା ପୋଲିସ
ରାୟଗଡା: ରାୟଗଡା ଜିଲ୍ଲା କାଶୀପୁର ବ୍ଳକ ଡଙ୍ଗାସିଲ ଗାଁରେ ୩ୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଘଟଣା । ଅଭିଯୁକ୍ତ ସ୍କୁଲ ପିଅନକୁ ଉଠାଇ ନେଇଛି ପୋଲିସ । ଘଟଣାଟି ପ୍ରଘଟ ହେବା ପରେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ପରିସ୍ଥିତି ଏତେ ଭୟାନକ ହୋଇଛି ଯେ ପୋଲିସ ବାଧ୍ୟ ହୋଇ…