ତେଜିଲା ଇଣ୍ଡିଆ ବନାମ ଭାରତ ବିବାଦ: ବିରୋଧୀ କହିଲେ ‘ଇଣ୍ଡିଆ’କୁ ଡରୁଛି ବିଜେପି
ନୂଆଦିଲ୍ଲୀ: କ’ଣ ରହିବ ଦେଶର ନାଁ ? ଭାରତ ନା ଇଣ୍ଡିଆ ? ଜି-୨୦ ସମ୍ମିଳନୀ ପୂର୍ବରୁ ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ରାଷ୍ଟ୍ରପତି ଭବନର ନିମନ୍ତ୍ରଣ ପତ୍ର ସାମ୍ନାକୁ ଆସିବା ପରେ ଏହି ଚର୍ଚ୍ଚା ବେଶି ଜୋର ଧରିଛି । ଏହି ନିମନ୍ତ୍ରଣ ପତ୍ରରେ ପ୍ରେସିଡେଣ୍ଟ ଅଫ ଇଣ୍ଡିଆ ବଦଳରେ…