ଓଡିଶାକୁ ନାହିଁ ବାତ୍ୟା ବିପଦ : କେବଳ ଉପକୂଳରେ ହାଲୁକା ବର୍ଷା ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ଯାହା ୧୨ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ । ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ପାରାଦୀପ ଠାରୁ ଏହା ୪୦୦ କିମି ଦୂରରେ କେନ୍ଦ୍ରଭୂତ ହୋଇଛି । ଏହି ବାତ୍ୟାର ନାମ ହମୁନ୍ ରହିଛି । ବାତ୍ୟା ବାଂଲାଦେଶ ମୁହାଁ…