Latest Odisha News

BREAKING NEWS

ଓଡ଼ିଶାରେ କାୟା ବିସ୍ତାର କରୁଛି H3N2; ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଛୁଇଁଲା

ଭୁବନେଶ୍ୱର:ଓଡ଼ିଶାରେ କାୟା ବିସ୍ତାର କରୁଛି H3N2  । ମାର୍ଚ୍ଚରେ ୬୨ଟି ନମୂନା ପରୀକ୍ଷା ପାଇଁ ଯାଇଥିବାବେଳେ ସେଥିରୁ ୨ଟି ପଜିଟିଭ ଆସିଛି । ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୬୧ ଛୁଇଁଲା । ଆରଏମଆରସି (Regional Medical Research Centre)ର କହିବା ଅନୁଯାୟୀ, ଜାନୁଆରୀରୁ…

ଆମେରିକାରେ ପୁଣି ମୂଳ ଭାରତୀୟଙ୍କ ପ୍ରଭାବ; ପ୍ରତିରକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦବିରେ ନିଯୁକ୍ତ ହେଲେ ରବି ଚୌଧୁରୀ

ୱାଶିଂଟନ ଡିସି: ଆମେରିକାରେ ପୁଣି ଜଣେ ଭାରତୀୟଙ୍କ ପ୍ରଭାବ। ଦେଶର ପ୍ରତିରକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତ ହେଲେ ଭାରତୀୟ ଆମେରିକୀୟ ରବି ଚୌଧୁରୀ। ତାଙ୍କୁ ଆମେରିକା ବାୟୁ ସେନାର ଆସିଷ୍ଟାଣ୍ଟ ସେକ୍ରେଟାରୀ ଭାବେ ନିଯୁକ୍ତ କରିଛି ଆମେରିକା ସିନେଟ। ଏହି ପଦବିରେ ରବିଙ୍କ…

ଫିଲ୍ମ ଷ୍ଟାର ଦେବ ହେବେ ପଶ୍ଚିମବଙ୍ଗ ପର୍ଯ୍ୟଟନ ବିଭାଗର ବ୍ରାଣ୍ଡ ଆମ୍ବାସାଡର; ଶାହରୁଖାନ ହଟିବେ ନା ରହିବେ ?

କୋଲକାତା: ଫିଲ୍ମ ଷ୍ଟାର ତଥା ଟିଏମ୍‌ସି ସାଂସଦ ଦେବଙ୍କୁ ପଶ୍ଚିମବଙ୍ଗ ପର୍ଯ୍ୟଟନ ବିଭାଗର ବ୍ରାଣ୍ଡ ଆମ୍ବାସାଡର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜ୍ୟ ସଚିବାଳୟ ସହ ଆଲୋଚନା କରି ଏହି ଘୋଷଣା କରିଛନ୍ତି ମମତା। ଦେବ ବର୍ତ୍ତମାନ ଘାଟାଲ ନିର୍ବାଚନ ମଣ୍ଡଳୀରୁ ସାଂସଦ ଅଛନ୍ତି।…

ଏରିକ ଗାରସେଟ୍ଟି ହେବେ ଭାରତରେ ଆମେରିକା ରାଷ୍ଟ୍ରଦୂତ; ଦୁଇ ବର୍ଷ ପରେ ପୂରଣ ହେଲା ପଦବି

ୱାଶିଂଟନ ଡିସି: ଦୀର୍ଘ ଦୁଇ ବର୍ଷ ହେଲା ଭାରତରେ ଫାଙ୍କା ପଡ଼ିଥିବା ଆମେରିକା ରାଷ୍ଟ୍ରଦୂତ ଆସନ ଏବେ ପୂରଣ ହେବାକୁ ଯାଉଛି। ଭାରତରେ ଆମେରିକାର କୌଣସି ରାଷ୍ଟ୍ରଦୂତ ନଥିବାରୁ କୌଣସି ଦ୍ୱିପାଖିକ ଆଲୋଚନା ବେଳେ ସମସ୍ୟା ସୃଷ୍ଟି ହେଉଥିଲା। ହେଲେ ଏବେ ଆମେରିକା ସଂସଦ ରାଷ୍ଟ୍ରପତି ଜୋ…

ବୃଦ୍ଧା ବୟସରେ ମୂଲ ଲାଗି ଚଳୁଛନ୍ତି ଚେନିଆ, ପ୍ରଶାସନର ସହାୟତାକୁ କରିଛନ୍ତି ଅପେକ୍ଷା

କେନ୍ଦ୍ରାପଡ଼ା : କଥାରେ ଅଛି ଦୁଃଖ ଯେତେବେଳେ ଆସେ ଚାରି ଦିଗରୁ ମାଡି ବସେ । ଆଉ ଜୀବନର ବୟସ ଅପେକ୍ଷା ଦୁଃଖର ବୟସ ଅଧିକ ହୋଇଥାଏ । ବୟସର ଅପରାହ୍ନରେ ଦୁଃଖର ବୋଝ ଲଦି ହୋଇ ଯାଇଛି ଏହି ବୃଦ୍ଧାଙ୍କ ଉପରେ । ଭାଗ୍ୟ ଦାଉ ସାଧିଲା ପରେ ଦୁଃଖର  ବୋଝକୁ ମୁଣ୍ଡରେ ମୁଣ୍ଡେଇ ବାଟ ଚାଲୁଛନ୍ତି…

ହୋଣ୍ଡା ଲଞ୍ଚ କଲା ୧୦୦ ସିସିର ସାଇନ, ସ୍ପ୍ଲେଣ୍ଡର ଓ ପ୍ଲାଟିନାକୁ ଦେବ କଡା ଟକ୍କର

ନୂଆଦିଲ୍ଲୀ: ଦୀର୍ଘ ଦିନର ଅପେକ୍ଷା ପରେ ହୋଣ୍ଡା ଶେଷରେ ୧୦୦ସିସିର ସାଇନ ଲଞ୍ଚ କରିଛି ​​। ଭାରତୀୟ ବଜାରରେ ଏହି ବାଇକ୍ ହିରୋ ସ୍ପ୍ଲେଣ୍ଡର ଏବଂ ବଜାଜ ପ୍ଲାଟିନାକୁ କଡ଼ା ଟକ୍କର ଦେବ ବୋଲି କୁହାଯାଉଛି । ଏହାପୂର୍ବରୁ, ହୋଣ୍ଡାର ସାଇନ ୧୨୫ସିସିରେ ଆସୁଥିବାବେଳେ ଏବେ ହୋଣ୍ଡା ସାଇନ ୧୦୦…

ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ସୁନାମୀ ସତର୍କ ସୂଚନା ଜାରି

ୱେଲିଂଟନ: ତୁର୍କୀ ପରେ ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ। ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର ଉତ୍ତରାଞ୍ଚଳରେ ଥିବା କର୍ମାଡେକ୍ ଦ୍ୱୀପରେ ଏହି ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୧ ରହିଛି। ଭୂମିକମ୍ପ ଶକ୍ତିଶାଳୀ ଥିବାରୁ ସୁନାମୀ ସତର୍କ ସୂଚନା ଜାରି କରାଯାଇଛି।…

ଶକ୍ତିକାନ୍ତଙ୍କୁ ଗଭର୍ଣ୍ଣର ଅଫ୍‌ ଦି ଇୟର ପୁରସ୍କାର

ନୂଆଦିଲ୍ଲୀ : ସେଣ୍ଟ୍ରାଲ୍‌ ବ୍ୟାଙ୍କିଙ୍ଗ୍‌ ପକ୍ଷରୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଲା ଗଭର୍ଣ୍ଣର ଦି ଇୟର ପୁରସ୍କାର  । ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ୍‌ ହେଉଛି ଏକ ପ୍ରକାଶନୀ ସଂସ୍ଥା । ୨୦୧୫ରେ ଏହା ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରାଜନଙ୍କୁ ଏହି…

ବିଶ୍ୱର ସବୁଠାରୁ ଦାମୀ ଘଣ୍ଟା ବାବଦରେ ଜାଣିଛନ୍ତି କି?

ଆଜିକାଲି ସମସ୍ତେ ସ୍ମାର୍ଟ ଘଣ୍ଟା ପିନ୍ଧିବାକୁ ପସନ୍ଦ କରୁଛନ୍ତି । ଆଉ ସ୍ମାର୍ଟ ଘଣ୍ଟାର ଅଧିକ ଲୋକପ୍ରିୟତା ଯୋଗୁଁ ଦିନକୁ ଦିନ ହାତଘଣ୍ଟାର ଚାହିଦା କମିବାରେ ଲାଗିଛି । ତେବେ ଏବେ ବି ଏମିତି କିଛି ଅଛନ୍ତି ଯେଉଁମାନେ ହାତଘଣ୍ଟା ପିନ୍ଧିବାକୁ ବହୁତ ପସନ୍ଦ କରନ୍ତି, ଆଉ ଏଥିପାଇଁ ଲକ୍ଷ ଲକ୍ଷ…

ଧାରାବାହିକ ଉପନ୍ୟାସ: ବେଳାଭୂମିର ଚିହ୍ନ (୭୫)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ସେଇ ପ୍ରଚ୍ଛନ୍ନ ସତ୍ୟ ଆଜି କେଡ଼େ ନିଷ୍ଠୁର ଭାବେ ଆତ୍ମପ୍ରକାଶ କରିଛି । ଆଉ କେତେ ଦିନ ଅଫିସରେ ଏ କଥା ଲୁଚି ରହିବ ? ସେଥିରେ ପୁଣି ମିଥ୍ୟାର ଏ ଚକ୍ରବ୍ୟୁହ ଭିତରକୁ ମୀନାକ୍ଷି ପଶି ଆସିଲାଣି । କ’ଣ ହେବ ପରିଣାମ ?…