ତଥାସ୍ତୁ
ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’
ଭଗବାନ ହେଉଛନ୍ତି ସୃଷ୍ଟି କର୍ତ୍ତା । ତାଙ୍କରି ଅନୁସାରେ ମନୁଷ୍ୟର ଭାଗ୍ୟ ର୍ଦ୍ଧାରିତ ହୁଏ । ମନୁଷ୍ୟର ଭାଗ୍ୟ... ଇଶ୍ୱରଙ୍କ ଅନୁଯାୟୀ ଲିଖିତ । ଏହାକୁ କେହି ବଦଳାଇ ପାରିବେ ନାହିଁ । କିନ୍ତୁ ଆପଣମାନେ କେବେ ଅନୁଭବ କରିଛନ୍ତି…