‘ମୁଖ୍ୟମନ୍ତ୍ରୀଙ୍କ ସଭାକୁ ସାମ୍ବାଦିକଙ୍କ ପ୍ରବେଶ ଉପରେ ରୋକ୍ ଲଗାଯାଇଥିବା ଜଣାନାହିଁ’
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିବା କାର୍ଯ୍ୟକ୍ରମରେ ଟିଭି ସାମ୍ବାଦିକ ଓ ଫଟୋ ସାମ୍ବାଦିକଙ୍କୁ ବାରଣ କରାଯାଉଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଜାଣିନାହିଁ। ମଙ୍ଗଳବାର ବିଧାନସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ…