ଥମୁନି ଧଳାଜହର କାରବାର: ଉତ୍ତର ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଏହି ଘଟଣାରେ…