ଦିଲ୍ଲୀର ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଆଶ୍ଵସ୍ତି, ବଢିଲା ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି
ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟରେ ଥିବା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ୧୨ ସେପ୍ଟେମ୍ବର ଯାଏ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ…