ରାଜ୍ୟରେ ବଢୁଛି ସ୍କ୍ରବ୍ ଟାଇଫସ ମାମଲା: ସମସ୍ତ CDMO ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଜନସ୍ୱାସ୍ଥ୍ୟ…
ଭୁବନେଶ୍ଵର: ମ୍ୟାଲେରିଆ, ଡେଙ୍ଗୁ ପରେ ଏବେ ରାଜ୍ୟରେ ଚିନ୍ତା ବଢାଇଛି ସ୍କ୍ରବ୍ ଟାଇଫସ୍ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି । ବର୍ତ୍ତମାନ ସୁଦ୍ଧା ଏହି କୀଟ ଆକ୍ରମଣରେ ୬ ଜଣଙ୍କର ପ୍ରାଣହାନି ହେଲାଣି । ଏହାର…