Israel Attack: ଲେବାନନ୍ରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍, ୧୩ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ମଙ୍ଗଳବାର ବିଳମ୍ବିତ ରାତିରେ ଲେବାନନ୍ରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍। ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି। ଏହାସହ ଅନେକ ଆହତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ ସିଦୋନରେ ପାଲେଷ୍ଟାଇନ୍ ଶରଣାର୍ଥୀ କ୍ୟାମ୍ପ ଉପରେ ଡ୍ରୋନ୍ ହମ୍ଲା ହୋଇଛି।…