ନିଜେ ବୁଡିବା ସହ ‘ଇଣ୍ଡିଆ’ କୁ ବୁଡାଇବେ ନୀତିଶ!
ଭୁବନେଶ୍ୱର: ବିରୋଧୀ ମେଣ୍ଟ ଇଣ୍ଡିଆର ନିର୍ଣ୍ଣାୟକ ବୈଠକକୁ ନେଇ ଚର୍ଚ୍ଚା ଜୋର ଧରିଛି। ଇଣ୍ଡିଆ ମେଣ୍ଟ ପାଇଁ ସବୁଠୁ ବଡ ଚ୍ୟାଲେଞ୍ଜ ହେଉଛି ଏକ ପ୍ରମୁଖ ଚେହେରା ଚୟନ ଓ ସିଟ ଭାଗବଣ୍ଟା। ଯାହାକୁ ନେଇ ବିରୋଧୀ ମେଣ୍ଟ ଜୋରଦାର ମନ୍ଥନ କରିବା ଆରମ୍ଭ କରିଛି।
ଏଭଳି ସ୍ଥିତିରେ ବିହାର…