Latest Odisha News

BREAKING NEWS

ରକ୍ଷାବନ୍ଧନରେ ଭଉଣୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ:ଆସନ୍ତାକାଲି ରକ୍ଷାବନ୍ଧନ । ଭାଇ ହାତରେ ରାଖି ବାନ୍ଧିବ ଭଉଣୀ ।  ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ମା’ ଓ ଭଉଣୀଙ୍କୁ ସରକାରଙ୍କ ପକ୍ଷରୁ ଶୁଭ ଉପହାର ଦେଇଛନ୍ତି ।  ଭାଇ ହାତରେ ରାକ୍ଷୀ ବନ୍ଧିବା ପାଇଁ ଭଉଣୀମାନେ ଯେପରି ଅସୁବିଧାର ସମ୍ମୁଖୀନ…

ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଜଗା-ବଳିଆଙ୍କୁ ପାଟ ରାକ୍ଷୀ ବାନ୍ଧିବେ ଗେହ୍ଲି ଭଉଣୀ ସୁଭଦ୍ରା

ପୁରୀ: ଆସନ୍ତାକାଲି ସ୍ନେହ ଓ ବନ୍ଧନର ପର୍ବ ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜୀବନ ସାରା ନିଜର ସୁରକ୍ଷା ପାଇଁ ଭାଇ ହାତରେ ଭଉଣୀ ବାନ୍ଧିବ ସେହ୍ନର ଡ଼ୋରି । ସେପଟେ ରାକ୍ଷୀ ବାନ୍ଧି ଜୀବନସାରା ଭଉଣୀକୁ ସୁରକ୍ଷାର ପ୍ରତିଶ୍ରୃତି ଦେବ ଭାଇ । ଏନେଇ ସବୁଆଡ଼େ ଚାଲିଛି ଜୋରଦାର ପ୍ରସ୍ତୁତି।…

ବଗିଚାରେ କାମ କଲାବେଳେ ଦଳିଦେଲା ଦନ୍ତା: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଅନୁଗୁଳ : ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ହାତୀପଲ ଗାଁ ମୁହାଁ ହେଉଛନ୍ତି ତ ଆଉ କେତେବେଳେ ହାତୀ ଆକ୍ରମଣରେ ବହୁମୂଲ୍ୟ ଜୀବନ ଚାଲିଯାଉଛି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ବନଖଣ୍ଡ ତଳଗଡ଼ ଗାଁରେ  ।  ବଗିଚାରେ କାମ…

ନନ୍ଦନବିହାର ଲୁଟ୍ ଘଟଣା: ଆଉ ୫୦ଲକ୍ଷ ଲୁଟ୍ ଟଙ୍କା ଜବତ , ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରୁ ସିବିଆଇ ଅଧିକାରୀ କହି ୨ କୋଟି ଲୁଟ ମାମଲା। ଅନ୍ୟ ୩ ଅଭିଯୁକ୍ତଙ୍କୁ କାବୁ କରି ପଚରାଉଚରା କରୁଛି ପୋଲିସ । ୧ କୋଟି ୨ ଲକ୍ଷ ଉଦ୍ଧାର କରିବା ସହ ୫ ଜଣଙ୍କୁ ପୋଲିସ ଗିରଫ କରିଛି  । ଏବେ ପୁଣି ୫୦ ଲକ୍ଷର ଲୁଟ ଟଙ୍କା ଜବତ ହୋଇଛି  ।  ନନ୍ଦନବିହାର ଅଞ୍ଚଳରେ ସିବିଆଇ…

ଆଜି ଜାତୀୟ କ୍ରୀଡା ଦିବସ, ମନେ ପଡନ୍ତି ହକି ଯାଦୁଗର ମେଜର ଧ୍ୟାନଚାନ୍ଦ

ଭୁବନେଶ୍ଵର: ଆଜି ଜାତୀୟ କ୍ରୀଡ଼ା ଦିବସ । ଏହା ସହିତ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପୂଣ୍ୟ ଜନ୍ମତିଥି । ଅଲିମ୍ପକ୍ସରେ ହକି ପ୍ରତି ଧ୍ୟାନଚାନ୍ଦଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସେ ଅନେକଙ୍କ ପାଇଁ ପ୍ରେରଣା ମଧ୍ୟ । ହକିରେ ଚମତ୍କାର ପ୍ରଦର୍ଶନ ବଳରେ ଭାରତକୁ ବିଶ୍ବ ଦରବାରରେ…

ତୀର୍ଥ ଯାତ୍ରା ପାଲଟିଲା ଶେଷ ଯାତ୍ରା: ଇରାନରେ ଟ୍ରକ-ବସ୍ ମୁହାଁମୁହିଁ ଧକ୍କା, ୯ ମୃତ

ଇରାନର ନାସିରିୟା ସହରରେ ମର୍ମନ୍ତୁଦ ସଡକ ଦୁଘର୍ଟଣା ଘଟିଛି  ।  ଟ୍ରକ୍ ଏବଂ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି  । ଫଳରେ ୯ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବାବେଳେ ୩୧ରୁ ଉଦ୍ଧ୍ବର୍ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି  । ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଉଦ୍ଧାର…

ୟୁପି ‘ଫୁଲପୁର’ ଆସନରୁ ନିର୍ବାଚନ ଲଢିପାରନ୍ତି ପ୍ରିୟଙ୍କା ଗାନ୍ଧୀ; ଚାଲିଛି ହୋମୱର୍କ

ନୂଆଦିଲ୍ଲୀ:ପାଖେଇ ଆସୁଛି ନିର୍ବାଚନ ୨୦୨୪ । ଆଜିଠୁ ବଳକଷିବା ଆରମ୍ଭ କଲେଣି ବିଜେପି ନେତୃତ୍ୱାଧୀନ ଏନଡିଏ ଏବଂ ବିପକ୍ଷ ମେଣ୍ଟ ଇଣ୍ଡିଆ । ଇତିମଧ୍ୟରେ ଉତ୍ତରପ୍ରଦେଶ ରାଜନୀତି ସହ ଜଡିତ ବଡ ଖବର ଆସିଛି ସାମ୍ନାକୁ । ଉତ୍ତର ପ୍ରଦେଶରୁ ନିର୍ବାଚନ ଲଢିପାରନ୍ତି ପ୍ରିୟଙ୍କା ଗାନ୍ଧୀ । ସେଥିପାଇଁ…

ଡ୍ରେନ ଖୋଳିବାବେଳେ ଭୁଶୁଡିଲା ପାଚେରୀ : ଜଣେ ଶ୍ରମିକ ମୃତ, ଦୁଇ ଆହତ

ଭୁବନେଶ୍ବର: ଭୁବନେଶ୍ବର ଇନ୍ଦିରା ହାଉସିଂ କଲୋନୀରେ ଅଭାବନୀୟ ଘଟଣା ଘଟିଛି  । ଡ୍ରେନ ଖୋଳିବାବେଳେ ଅଘଟଣ ଘଟିଛି  ।  ଡ୍ରେନ ଖୋଳା  କାମ ଚାଲିଥିବାବେଳେ ଡ୍ରେନ କଡରେ ଥିବା ନୀଳକଣ୍ଠେଶ୍ବର ମନ୍ଦିରର ପାଚେରୀଟି ଭୁଶୁଡି ପଡିଛି ।  ଫଳରେ ଏଠାରେ କାମ କରୁଥିବା ଜଣେ ଶ୍ରମିକଙ୍କର ମୃତ୍ୟୁ…

ଉପାସରେ ମହାପ୍ରଭୂ ଲିଙ୍ଗରାଜ: ଗତରାତିରୁ ବନ୍ଦ ରହିଛି ନୀତିକାନ୍ତି, ଅସନ୍ତୋଷ ଭକ୍ତ

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦକୁ ନେଇ ନୀତିକାନ୍ତି ବନ୍ଦ ଥିବା ନେଇ ସୂଚନା ମିଳିଛି। ପଇତା ଲାଗି ନୀତିକୁ ନେଇ ବିବାଦ ଦେଖାଦେଇଛି। ଗତକାଲି ବଡ଼ସିଂହାର ବେଶ ପରଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତ ବନ୍ଦ ହୋଇ…

ଥରିଲା ଇଣ୍ଡୋନେସିଆ, ସମୁଦ୍ର ଭିତରେ ସୃଷ୍ଟି ହେଲା ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୦ ରେକର୍ଡ

ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରହିଛି। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି ।  ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର…