ନିଜର ପାରିଶ୍ରମିକ ବଢ଼େଇବା ନେଇ ଏମିତି ପ୍ରତିକ୍ରିୟା ରଖିଲେ ସନ୍ନି ଦେଓଲ
ମୁମ୍ବାଇ: ତିନି ସପ୍ତାହ ହେଲାଣି ବକ୍ସ ଅଫିସ୍ରେ ଦର୍ଶକଙ୍କ ମନୋରଞ୍ଜନ କରି ଚାଲିଛି ବଲିଉଡ ଅଭିନେତା ସନ୍ନି ଦେଓଲଙ୍କ ଅଭିନୀତ ଫିଲ୍ମ ‘ଗଦର-୨’ । ଫିଲ୍ମଟି ବେଶ୍ ଭଲ ରୋଜଗାର ମଧ୍ୟ କରୁଛି । ଇତିମଧ୍ୟରେ ଏହା ୪୫୬.୦୫ କୋଟି ଟଙ୍କା ବ୍ୟବସାୟ କରି ସାରିଲାଣି । ଏବେ ଏହା ୫୦୦ କୋଟି ଅତିକ୍ରମ…