ଗର୍ବା ଗୀତ ଲେଖି ଚର୍ଚ୍ଚାରେ ପିଏମ୍ ମୋଦି, ନବରାତ୍ରୀରେ ହେଲା ରିଲିଜ୍
ନୂଆଦିଲ୍ଲୀ: ସାମ୍ନାକୁ ଆସିଲା ପିଏମ ମୋଦୀଙ୍କର ଲୁକ୍କାୟିତ ପ୍ରତିଭା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବରାତ୍ରୀ ପୂର୍ବ ରୁ ଏକ ଗର୍ବା ଗୀତ ଲେଖିଥିଲେ । ଯାହାକି ଆଜି ରିଲିଜ୍ ହୋଇଛି । ୟୁଟ୍ୟୁବରେ ମୁକ୍ତିଲାଭ ହୋଇଥିବା ଏହି ଗୀତଟିକୁ ସମସ୍ତେ ପସନ୍ଦ କରୁଛନ୍ତି । ସୋସିଆଲ…