ବିଜେପି ବିରୋଧରେ ଲଢ଼ିବେ ଏକନାଥ ସିନ୍ଦେ !
ଭୁବନେଶ୍ୱର: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ତାଙ୍କ ଗୋଷ୍ଠୀର ବିଧାୟକଙ୍କ ଅଯୋଗ୍ୟ ଘୋଷଣା ସମ୍ପର୍କିତ ନିଷ୍ପତ୍ତି ବିଳମ୍ବକୁ ନେଇ ରାଜନୀତି ସରଗରମ ହୋଇଥିବା ବେଳେ ସିନ୍ଦେ ପୁଣି ଏକ ପ୍ରସଙ୍ଗକୁ ନେଇ ଚର୍ଚ୍ଚାରେ ରହିଛନ୍ତି।
ରାଜସ୍ଥାନରେ ହେବାକୁ ଥିବା ବିଧାନସଭା…