ମେଡିକାଲ କଲେଜରେ ନାମ ଲେଖାଇବା ନାଁ ରେ ଠକେଇ, ଗିରଫ ହେଲେ ୩ ଠକ
ବଲାଙ୍ଗୀର: ମେଡିକାଲ କଲେଜରେ ନାମଲେଖା ନାଁରେ ଠକେଇ । ଛାତ୍ରଛାତ୍ରୀଙ୍କ ଠାରୁ ପ୍ରାୟ ୧୬ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବଲାଙ୍ଗୀର ସାଇବର ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିଛି । ତିନି ଅଭିଯୁକ୍ତ ହେଲେ ନୟାଗଡ଼ ଜିଲ୍ଲା ଖଣ୍ତପଡା ଥାନା ବଳରାମପ୍ରସାଦ ମା'ମଙ୍ଗଳାର ସାହିର ବ୍ୟାସଦେବ ମହାନ୍ତି,…