ନନ୍ଦନବିହାର ବସୁନ୍ଧରା କଲୋନୀ ଡକାୟତି ମାମଲା: ୫ ଡକାୟତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍
ଭୁବନେଶ୍ବର: ଇନ୍ଫୋସିଟି ଥାନା ନନ୍ଦନବିହାର ବସୁନ୍ଧରା କଲୋନି ଡକାୟତି ମାମଲା । ପୋଲିସ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି । ଗତ ୨ ତାରିଖରେ ସିବିଆଇ ରେଡ୍ ବାହାନାରେ ଘରେ ପଶି ୨ କୋଟି ଟଙ୍କା ଓ ବିପୁଳ ଗହଣା ଲୁଟି ନେଇଥିଲେ ୯ ଜଣିଆ ଡକାୟତ ଗ୍ୟାଙ୍ଗ । କମିସନରେଟ୍ ପୁଲିସ ୫…