ବାଲୁକାକଳାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକାକଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ…