ସରକାରୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେପି ବିଧାୟକ ଓ ସାଂସଦ ଅନୁପସ୍ଥିତ ରହିବା ବଢ଼ାଇଲା ଚର୍ଚ୍ଚା
ବାରିପଦା : ବାରିପଦା ସହରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆୟୋଜିତ 'ଆଦିରନ ମାରାଥନ'ରେ ହଜାର ହଜାର ଯୁବ କ୍ରୀଡ଼ାପ୍ରେମୀଙ୍କ ସମାଗମ ହୋଇଥିଲା।
ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଏସପି ବି. ଗଙ୍ଗାଧର ଓ ବିଜେଡିରୁ ଆସିଥିବା ରାଜନୈତିକ ନେତାମାନେ ପତାକା…