କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ‘ଇନସ୍ପିରୋନ୍ ପ୍ରଦର୍ଶନୀ ଓ ଫନ୍ ବିଙ୍ଗ୍’ କାର୍ଯ୍ୟକ୍ରମ
ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ଶୁକ୍ରବାର "ଇନ୍ସ୍ପିରୋନ ପ୍ରଦର୍ଶନୀ ଏବଂ ଫନ୍ ବିଙ୍ଗ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଉପାଧ୍ୟକ୍ଷ ପ୍ରିୟା ବାଧୱା ଓ ଅନ୍ତର୍ଜାତୀୟ ପାଠ୍ୟକ୍ରମ ମୁଖ୍ୟ ରୋରି ମ୍ୟାକନାମାରା ପ୍ରମୁଖଙ୍କ ଉପସ୍ଥିତିରେ…