ପୋଲିସ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ, କାଲି ସବୁ ଥାନାରେ ଏତଲା ଦେବ ବିଜେପି
ଭୁବନେଶ୍ୱର: ବିଜେପି ଯୁବମୋର୍ଚ୍ଚାର ବିଧାନସଭା ଘେରାଉ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିଜେପି ବିରୋଧ କରିଛି । ପ୍ରତିବାଦରେ ଦଳ ଆସନ୍ତାକାଲି ରାଜ୍ୟର ସବୁ ଥାନାରେ ଏତଲା ଦେବ । ଏନେଇ ଆଜି ପ୍ରେମସିଟରେ ସୂଚନା ଦେଇଛନ୍ତି ଦଳର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ…