Latest Odisha News

BREAKING NEWS

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଶେଷଜ୍ଞଙ୍କ ମତ

ଭୁବନେଶ୍ୱର: ଫାର୍ମା ଛାତ୍ରଛାତ୍ରୀମାନେ ଏହି କ୍ଷେତ୍ରରେ ଘଟୁଥିବା ସମସ୍ତ ବିକାଶ ପ୍ରକ୍ରିୟା ବିଷୟରେ ସକ୍ରିୟ ଭାବେ ଅବଗତ ରହିବା ଆବଶ୍ୟକ ବୋଲି ଜଣେ ବିଶେଷଜ୍ଞ ମତ ଦେଇଛନ୍ତି । ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି…

ଜିନ୍ଦଲ ଷ୍ଟେନଲେସ୍ ଓ ସିଆଇଆଇ କ୍ରମକ୍ଷୟ ପରିଚାଳନା ଉପରେ ବୁଝାମଣାପତ୍ର ସ୍ୱାକ୍ଷର

ନୂଆଦିଲ୍ଲୀ: କ୍ରମକ୍ଷୟକୁ ଦୂର କରିବା ଏବଂ କ୍ଷୟକ୍ଷତିର ପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଜିନ୍ଦଲ ଷ୍ଟେନଲେସ୍ ଆଜି କନଫେଡ଼େରେସନ୍ ଅଫ୍ ଇଣ୍ଡିଆ (ସିଆଇଆଇ) ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ନୀତି ଆୟୋଗ ଓ ଜବାହରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟ, କୁଳପତି ଡ଼ା.…

ସିଆଆଇ ଓଡ଼ିଶା ରାଜ୍ୟ ପରିଷଦର ନୂଆ ଅଧ୍ୟକ୍ଷ ଶଶି ଶେଖର ମହାନ୍ତି, ପ୍ରଦୀପ୍ତ ମହାନ୍ତି ଉପାଧ୍ୟକ୍ଷ ନିର୍ବାଚିତ

ଭୁବନେଶ୍ୱର: ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ୧ ମାର୍ଚ୍ଚ ୨୦୨୩ରେ ଅନୁଷ୍ଠିତ ପ୍ରଥମ ପୁନର୍ଗଠିତ ରାଜ୍ୟ ପରିଷଦ ବୈଠକରେ ନୂଆ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶଶି ଶେଖର ମହାନ୍ତିଙ୍କୁ ରାଜ୍ୟ ପରିଷଦର ନୂଆ ଅଧ୍ୟକ୍ଷ ଓ ପ୍ରଦୀପ୍ତ…

ଆମାଜନ ଜଙ୍ଗଲରେ ହଜି ଯାଇଥିଲେ ଆକୋଷ୍ଟା, ୩୧ ଦିନ ପରେ ହେଲେ ଉଦ୍ଧାର

ନୂଆଦିଲ୍ଲୀ: ବିଶ୍ୱାସ ନ ହେଲେ ବି ସତ । ବଲିଭିୟାର ୩୦ ବର୍ଷୀୟ ଜୋନାଟନ ଆକୋଷ୍ଟା ଭୟଙ୍କର ଆମାଜନ ଜଙ୍ଗଲରେ ହଜି ଯାଇଥିଲେ । ସାଙ୍ଗମାନଙ୍କ ସହ ଜାନୁୟାରୀ ୨୫ରେ ଶୀକାର କରିବାକୁ ଯାଇଥିବା ଏହି ଯୁବକ ଆଉ ଫେରି ନ ଥିଲା । ବହୁତ ଖୋଜା ଖୋଜି ପରେ ସେମାନେ ଫେରି ଆସିଲେ । ସେ ନ ଫେରିବା ଯୋଗୁ…

ଏୟାରବ୍ୟାଗ ଜିନ୍‌ସ ଦେବ ବାଇକ୍ ଚାଳକଙ୍କୁ ସୁରକ୍ଷା

ଲୋକ ସଂଖ୍ୟା ବୃଦ୍ଧି ପାଇବା ସହିତ ଗାଡ଼ି ମୋଟର ସଂଖ୍ୟା ଦିନକୁ ଦିନ ଆଶାତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କାରଣରୁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଛି ଯାହା ଚିନ୍ତାଜନକ । ସଡ଼କ ପରିବହନ ବିଭାଗର ସୂଚନା ଅନୁସାରେ, ପ୍ରତିବର୍ଷ ଯେତିକି ସଡ଼କ ଦୁର୍ଘଟଣା ଘଟୁଛି ତାଭିତରୁ ମୋଟର ସାଇକେଲ…

ଶାହାରୁଖଙ୍କ ଜୱାନରେ ଅଭିନୟ କରିବାକୁ ମନା କଲେ ଅଲ୍ଲୁ ଅର୍ଜୁନ

ମୁମ୍ବାଇ: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ଜୱାନରେ ଅଭିନୟ କରିବାକୁ ମନା କରି ଦେଇଛନ୍ତି । ଅଟଲୀଙ୍କ ଜୱାନରେ ସେ କାମେଓ ଭୂମିକାରେ ଅବତୀର୍ଣ୍ଣ ହୋଇଥାନ୍ତି । ତେବେ ପୁଷ୍ପା ୨ ଫିଲ୍ମର ଶୁଟିଂରେ ସେ ବ୍ୟସ୍ତ ରହିବାରୁ ଇଚ୍ଛା…

ଗତବର୍ଷ ଫେବ୍ରୁଆରୀ ତୁଳନାରେ ଓଡ଼ିଶାର GST ସଂଗ୍ରହ ୧୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ଜିଏସଟି ସଂଗ୍ରହରେ ଓଡ଼ିଶାର ଅଭିବୃଦ୍ଧି । ଫେବ୍ରୁଆରୀ ମାସରେ ଓଡ଼ିଶାର ଜିଏସଟି ସଂଗ୍ରହ ୧୦ ପ୍ରତିଶତ ବୃଦ୍ଧି ପାଇଛି । ୨୦୨୨ ଫେବ୍ରୁଆରୀ ମାସରେ ଓଡ଼ିଶା ୪, ୧୦୧ କୋଟି ଜିଏସଟି ସଂଗ୍ରହଣ କରିଥିବା ବେଳେ ୨୦୨୩ ଫେବ୍ରୁଆରୀରେ ତାହା ୪, ୫୧୯ କୋଟି ରହିଛି । ଅର୍ଥାତ୍ ୨୦୨୨…

ଏକଚ୍ଛତ୍ରବାଦ ଶାସକଙ୍କ ନୂଆ ଆଦେଶ, ହଲିଉଡ ଫିଲ୍ମ ଦେଖିବା ମନା

ପେଙ୍ଗୟଙ୍ଗ: ଉତର କୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ଉନ ଆଉ ଏକ ନୂତନ ନିର୍ଦ୍ଦେଶନାମା ଜାରୀ କରିଛନ୍ତି । ଏହା ଅନୁସାରେ ଏଣିକି ଉତର କୋରିଆରେ ହଲିଉଡ ଫିଲ୍ମ କେହି ଦେଖିପାରିବେ ନାହିଁ । ଯେଉଁ ପିଲାମାନେ ଫିଲ୍ମ ଦେଖିବେ ତାଙ୍କୁ ଏବଂ ସେମାନଙ୍କ ପିତାମାତାଙ୍କୁ ଜେଲଦଣ୍ଡ ଦିଆଯିବ । ଏହା…

ଇଦ୍‌ରେ ଆସିବ ‘କିସି କା ଭାଇ କିସିକା ଜାନ୍‌’

ମୁମ୍ବାଇ: ବଲିଉଡ଼ର ସୁପରଷ୍ଟାର ତଥା ଭାଇଜାନ୍ ସଲମନ ଖାଁ ଆସନ୍ତା ଇଦ୍‌ରେ ନିଜର ଅଗଣିତ ସିନେ ପ୍ରେମୀଙ୍କୁ ଭେଟି ଦେବାକୁ ଯାଉଛନ୍ତି ନୂଆ ଫିଲ୍ମ ‘କିସି କା ଭାଇ କିସିକା ଜାନ୍‌’ । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସଲମାନ ଭେଟି ଦେବାକୁ ଯାଉଥିବା ଏହି ନୂଆ ଫିଲ୍ମକୁ ନେଇ ଚର୍ଚ୍ଚା ଢେର ।…

ବିଗୁଡ଼ୁଛି ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା, ସମସ୍ତଙ୍କ ଆଶୀର୍ବାଦ ମାଗିଲେ ଅଭିନେତା ଶ୍ରୀତମ

ଭୁବନେଶ୍ୱର: ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ବି ଗୁରୁତର ରହିଛି । ଗତ ସପ୍ତାହରେ ଚିକିତ୍ସା ପାଇଁ ଦିଲ୍ଲୀର ଇନଷ୍ଟିଚ୍ଯୁଟ୍ ଅଫ୍ ଲିଭର ଆଣ୍ଡ ବିଲିଆରି ସାଇନ୍ସରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଏବେ ବି ପିଣ୍ଟୁଙ୍କ ସ୍ୱାସ୍ଥ୍ୟାବସ୍ଥା…