ଆନ୍ଧ୍ରପ୍ରଦେଶରେ ‘କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ’ର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ
ଚିନ୍ନାମେଦାପାଲ୍ଲୀ: ଆଜି ଆନ୍ଧ୍ରପ୍ରଦେଶରେ ‘କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ’ର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଆନ୍ଧ୍ରପ୍ରଦେଶରେ ସ୍ଥାପନା ହେବାକୁ ଥିବା ‘କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ’ ଆନ୍ଧ୍ରପ୍ରଦେଶ ସମେତ ପଡୋଶୀ ଓଡ଼ିଶା ଓ ଛତିଶଗଡର…