ମରକ୍କୋ ଭୂକମ୍ପ: ୨ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଧ୍ବଂସାବଶେଷ ତଳେ ଏବେବି ଫଶି ରହିଛନ୍ତି ଅନେକ
ଦିଲ୍ଲୀ: ଉତ୍ତର ଆଫ୍ରିକୀୟ ରାଷ୍ଟ୍ର ମରକ୍କୋରେ ବଢୁଛି ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୨୦୦୦ରୁ ଅଧିକ ଲୋକଙ୍କର ଜୀବନ ଗଲାଣି । ଏବଂ ୨ ହଜାରରୁ ଅଧିକ ଲୋକ ଆହତ ହୋଇଥିବାର ସୂଚନା ମିଳୁଛି । ଆଗକୁ ମୃତକଙ୍କ ସଂଖ୍ୟା ଆହୁରି ଅଧିକ ହୋଇପାରେ ବୋଲି ଆଶଙ୍କା କରାଯାଉଛି ।…