ଦିଲ୍ଲୀ ଗସ୍ତରେ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଲେ ହିମାଚଳପ୍ରଦେଶ ରାଜ୍ୟପାଳ
ନୂଆଦିଲ୍ଲୀ: ହିମାଚଳପ୍ରଦେଶ ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଲା ଦିଲ୍ଲୀ ଗସ୍ତରେ ଯାଇଥିବାବେଳେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିଯିବାରୁ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି | ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ କାରଣରୁ ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଲାଙ୍କୁ ନୋଏଡା ସେକ୍ଟର ୨୭ର କୈଳାଶ…