ସୌମ୍ୟଙ୍କ ଧୂଲେଇ ; ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ, ମୁଖ୍ୟମନ୍ତ୍ରୀଙ୍କୁ ବି ଛାଡିଲେନି
ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟ ପଟ୍ଟନାୟକ ।…