ଏଣିକି ପାଖରେ ATM କାର୍ଡ ନଥିଲେ ଆଉ ନାହିଁ ଚିନ୍ତା, ଆସିଲା ୟୁପିଆଇ ଏଟିଏମ୍
ନୂଆଦିଲ୍ଲୀ: ଭାରତରେ ଲଞ୍ଚ ହୋଇଛି ପ୍ରଥମ ୟୁପିଆଇ ଏଟିଏମ୍ । ଏଥିରୁ ଡେବିଟ କିମ୍ବା କ୍ରେଡିଟ କାର୍ଡ ବ୍ୟବହାର ନକରି ଟଙ୍କା ଉଠାଇ ହେବ । ଗ୍ରାହକମାନେ କ୍ୟୁଆର୍ କୋଡ୍ ସ୍କାନ କରି ଏହି ଏଟିଏମରୁ ଟଙ୍କା ଉଠାଇପାରିବେ। ୟୁପିଆଇ ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ୍ ପେମେଣ୍ଟସ୍…