ଇସ୍ରାଏଲର ପାଲଟା ଆକ୍ରମଣରେ ଗାଜାରେ ଶତାଧିକଙ୍କ ମୃତ୍ଯୁ, ହଜାରେରୁ ଅଧିକ ଆହତ
ଜେରୁଜେଲମ୍: ଦୀର୍ଘ ଦିନ ଧରି ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ବିବାଦ ଏବେ ଯୁଦ୍ଧରେ ପରିଣତ ହୋଇଛି। ପାଲେଷ୍ଟାଇନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ଯେ ଗାଜାରେ ଇସ୍ରାଏଲର ପାଲଟା ଆକ୍ରମଣରେ ଅନ୍ୟୂନ ୧୯୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧,୬୧୦ ଜଣ ଆହତ ହୋଇଛନ୍ତି।
ଗାଜା…