କଟକରେ ଫାୟାରିଂ: ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଟଙ୍କା ଓ ସୁନାଗହଣା
କଟକ : କଟକ କନ୍ଦରପୁର ନିକଟ ମତ୍ତଗଜପୁର ଠାରେ ଅଘଟଣ । ଡକାୟତି ପାଇଁ ଗୁଳିମାଡ ହୋଇଛି । ଫାଙ୍କା ଗୁଳି ଚାଳନା କରି ଦୁର୍ବୃତ୍ତମାନେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ବ୍ୟବସାୟୀ ଜଣକ ବିକାଶ ପାତ୍ର…